17.1 C
Bhubaneswar
Wednesday, February 4, 2026
Homeଓଡିଶା୨୩ରେ ବିଧାନସଭା ଘେରିବ ବିଜେଡି

୨୩ରେ ବିଧାନସଭା ଘେରିବ ବିଜେଡି

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗ ହୋଇଛି । ଏନେଇ ପ୍ରେସମିଟରେ ସୂଚନା ଦେଲେ ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ଅରୁଣ ସାହୁ ।  ଜିଲ୍ଲାପରିଷଦ ଅଧ୍ୟକ୍ଷ , ବ୍ଲକ ଅଧ୍ୟକ୍ଷ , ସରପଞ୍ଚ, ୱାର୍ଡମେମ୍ବର ସାମିଲ ହେବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking