30.1 C
Bhubaneswar
Wednesday, May 21, 2025
Homeଓଡିଶାସିଇଓଙ୍କୁ ଫେରାଦ ହେଲା ବିଜେଡି

ସିଇଓଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ବର: ବିଜେପିର ନିର୍ବାଚନୀ ସଭାରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ଅତିରିକ୍ତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି । ବିଜେପିର ନିର୍ବାଚନୀ କାର୍ୟ୍ୟକ୍ରମରେ ରେଳ ବିଭାଗ ଅଧିକାରୀ ସାମିଲ ଅଭିଯୋଗ । ସଂପୃକ୍ତ ରେଳ ବିଭାଗ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କଲା ଦଳ ।

ବିଜେଡି ପ୍ରତିନିଧି ଦଳରେ ସାଂସଦ ସସ୍ମିତ ପାତ୍ର, ସୁଲତା ଦେଓ, ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି, ଅମିତ ମଲ୍ଲିକ, ହରିଶ ଚୌଧୁରୀ, ପ୍ରିୟବ୍ରତ ମାଝି, ତୁମ୍ବନାଥ ପଣ୍ଡା ଏବଂ ଇପସିତା ସାହୁ ପ୍ରମୁଖ ଅତିରିକ୍ତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସାକ୍ଷାତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking