14.1 C
Bhubaneswar
Friday, December 19, 2025
Homeଓଡିଶାବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ

ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ

ଭୁବନେଶ୍ୱର: ବାଲେଶ୍ବର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଚାଲିଛି ପ୍ରତିବାଦ । ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଛନ୍ତି ଆନ୍ଦୋଳନରେ । ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛି । ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ । ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking