32.1 C
Bhubaneswar
Thursday, February 12, 2026
Homeଓଡିଶା୨୧ରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

୨୧ରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

ଭୁବନେଶ୍ୱର: ଆସନ୍ତା  ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ ।  କଟକ, ସମ୍ବଲପୁର ଓ ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋଭ ନିଷ୍ପତ୍ତି  ନିଆଯାଇଛି । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ  ଘଟଣାରେ ବିଜେଡି  ପ୍ରତିବାଦ କରିବ ।  ଏନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking