ଭୁବନେଶ୍ୱର: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ । ମମତା ମହାନ୍ତଙ୍କ ପରେ ଦ୍ୱିତୀୟ ସାଂସଦ ଭାବେ ଇସ୍ତଫା ଦେଇଛନ୍ତି ସୁଜିତ । ମମତା ପରେ ସେ ବିଜେପିରେ ମିଶିଥିଲେ । ବିଜେପିରେ ମିଶିବା ପରେ ମମତା ପୁଣି ରାଜ୍ୟସଭା ଯାଇଛନ୍ତି ।