27.1 C
Bhubaneswar
Friday, May 10, 2024
Homeଲୋକସଭା ନିର୍ବାଚନ-2024ଲୋକସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ଲୋକସଭା ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ : ଲୋକ ସଭା ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏଥିରେ ନିତିନ ଗଡକରୀ, ପୀୟୁଷ ଗୋୟଲ ଏବଂ ଅନୁରାଗ ଠାକୁରଙ୍କ ସମେତ ଅନେକ ଷ୍ଟାଲୱାର୍ଟର ନାମ ରହିଛି । ହର୍ଷ ମାଲହୋତ୍ରାଙ୍କୁ ପୂର୍ବ ଦିଲ୍ଲୀରୁ ଏବଂ ଯୋଗେନ୍ଦ୍ର ଚାନ୍ଦୋଲିଆଙ୍କୁ ଉତ୍ତର ପଶ୍ଚିମ ଦିଲ୍ଲୀରୁ ଟିକେଟ୍ ଦିଆଯାଇଛି। ସେହିପରି କଳାବେନ ଡେଲକରଙ୍କୁ ଦାଦ୍ରା ନଗର ହାବେଲିରୁ ଟିକେଟ ମିଳିଛି । ତେବେ ପ୍ରଥମ ତାଲିକା ଭଳି ଦ୍ବିତୀୟ  ତାଲିକାରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ ।

ପ୍ରଥମ ପର୍ଯ୍ୟାୟରେ ବିଜେପି ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଆଜି ଦଳ ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୨ ଜଣ ପ୍ରାର୍ଥୀଙ୍କ ଲିଷ୍ଟ ଦଳ ପକ୍ଷରୁ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking