27.1 C
Bhubaneswar
Saturday, October 19, 2024
Homeଓଡିଶାପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ

ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ

ପୁରୀ : ଏପ୍ରିଲ ୧୯ରେ ଆରମ୍ଭ ବୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ ପୁରୀ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଆଗୁଆ ଅଛନ୍ତି। ଏହି ଆସନ ନିମନ୍ତେ ବିଜେଡି ତରଫରୁ ସୁନୀଲ ମହାନ୍ତି ଓ କଂଗ୍ରେସ ତରଫରୁ ଉମା ବଲ୍ଲଭ ରଥ ମଇଦାନରେ ଅଛନ୍ତି।

ଭୁବନେଶ୍ୱର ମଧ୍ୟ ଆସନରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଗୁଆ ଅଛନ୍ତି। ତାଙ୍କ ବିପକ୍ଷରେ ବିଜେଡି ତରଫରୁ ଅନନ୍ତ ନାରାୟଣ ଜେନା ପ୍ରାର୍ଥୀ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking