26.1 C
Bhubaneswar
Saturday, October 19, 2024
Homeଓଡିଶାସତ୍ୟବାଦୀରେ ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ର ଆଗୁଆ

ସତ୍ୟବାଦୀରେ ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ର ଆଗୁଆ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ବୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ।ଜି ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା ଓ ଫଳାଫଳ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଛି । ଏଥର ସତ୍ୟବାଦୀରେ ବଦଳିଲା ଟ୍ରେଣ୍ଡ । ସତ୍ୟବାଦୀରେ ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ର ଆଗୁଆ । ୮୦୦ ଭୋଟରେ ଆଗୁଆ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking