ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ରାଜକିଶୋର

ଭୁବନେଶ୍ୱର : ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ରାଜକିଶୋର ବେହେରା । ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଦାଖଲ କରିଛନ୍ତି ରାଜକିଶୋର । ଅନ୍ୟପଟେ ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇନଥିବା ଜଣାପଡିଛି । ପାଖେଇ ଆସୁଛି ଉପନିର୍ବାଚନ। ଏହି ସମୟରେ ବିଭିନ୍ନ ଦଳର ପ୍ରାର୍ଥୀ ଓ କର୍ମୀମାନଙ୍କର ଦଳ ଅଦଳବଦଳ ହେଉଥିବା ଦେଖିବାକୁ ମିଳିଛି।

LEAVE A REPLY

Please enter your comment!
Please enter your name here