31.1 C
Bhubaneswar
Thursday, February 26, 2026
Homeଓଡିଶାଦିନେ ଦୁଇ ଦିନରେ ବିଜେପି ପ୍ରାର୍ଥୀ ଘୋଷଣା

ଦିନେ ଦୁଇ ଦିନରେ ବିଜେପି ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି । ଏନେଇ ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି ବିଜୟପାଲ ସିଂ ତୋମାର । ଆଜି କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ । କିଏ ରାଜ୍ୟସଭା ଯିବ ବୈଠକରେ ନିଷ୍ପତ୍ତି ହେବ । କୋର କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ସଂସଦୀୟ ବୋର୍ଡକୁ ପଠାଯାଇଛି । ଶେଷ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ କହିଛନ୍ତି ବିଜୟପାଲ ସିଂ ତୋମାର । ଦିନେ ଦୁଇ ଦିନ ଭିତରେ ନାଁ ଘୋଷଣା ହୋଇପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking