ବିଜୁଳି ଟାରିଫ୍ ମାମଲାରେ ଝିଂଟିକା ମାରି ବଣି ପୋଷିବା ନୀତି ଅବଲମ୍ବନ କରିଛନ୍ତି ରାଜ୍ୟ ସରକାର : ଗୋଲକ ମହାପାତ୍ର

 ଲକ୍ ଡ଼ାଉନ୍ ସମୟରେ ବିଦ୍ୟୁତ୍ ବିତରଣ କମ୍ପାନିଙ୍କୁ କେନ୍ଦ୍ର ସରକାରଙ୍କ ରିହାତି ସତ୍ୱେ ରାଜ୍ୟ
ସରକାର ବିଜୁଳି ଦର ୟୁନିଟ୍ ପିଛା ୨୦ ପଇସା ବୃଦ୍ଧି କରିବା କେତେଦୂର ଯୁକ୍ତିଯୁକ୍ତ?
 କରୋନା ସମୟରେ ସରକାରଙ୍କ ଏପରି ନିଷ୍ପତି ଲୋକଙ୍କ ବୋଝ ଉପରେ ନଳିତା ବିଡା ସଦୃଶ
 ଓଇଆରସିର ବିଦ୍ୟୁତ ଦର ବୃଦ୍ଧି ନିଷ୍ପତ୍ତି କୌଣସି ପରିସ୍ଥିତିରେ ଗ୍ରହଣୀୟ ନୁହେଁ । ଏହାକୁ ବିଜେପି ପକ୍ଷରୁ କଡା ନିନ୍ଦା କରାଯାଉଛି
 ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ତୁରନ୍ତ ଏହି ନିଷ୍ପତି ପ୍ରତ୍ୟାହାର ନକଲେ ଦଳ ରାସ୍ତାକୁ ଓହ୍ଲାଇବ
 ଶିଳ୍ପାନୁଷ୍ଠାନ, ବିଜୁଳି ଉତ୍ପାଦନକାରୀ କମ୍ପାନୀ ମାନଙ୍କୁ ରାଜ୍ୟର ଗରିବ ଜନସାଧାରଣଙ୍କ ଝାଳବୁହା
ଟିକସ ଟଙ୍କାରୁ ରିହାତି ମାତ୍ର ସେମାନଙ୍କ ଠାରୁ ଦୀର୍ଘ ଦିନରୁ ପଡି ରହିଥିବା ମୋଟା ବିଲ୍ ଆଦାୟ ନକରି କାଉ ଖାଇଲା ପଣସ ବଗ ମୁଣ୍ଡରେ ଅଠା ପରି ସାଧାରଣ ଲୋକଙ୍କ ଠା କାଉ ଖାଇଲା ପଣସ ବଗ ମୁଣ୍ଡରେ ଅଠା ପରି ସାଧାରଣ ଲୋକଙ୍କ ଠାରୁ ଯୋର ଜବରଦ ।ର ଜବରଦସ୍ତି
ରାଜ୍ୟ ସରକାର ରାଜ୍ୟ ସରକାରଟଙ୍କା ଆଦାୟର ଷଡଯନ୍ତ୍ର କରିଛନ୍ତି ।ୟର ଷଡଯନ୍ତ୍ର କରିଛନ୍ତି ।ୟର ଷଡଯନ୍ତ୍ର କରିଛନ୍ତି
 ରାଜ୍ୟର ୨୬ଟି ବଡ ଶିଳ୍ପ ସଂସ୍ଥାଙ୍କ ଉପରେ ୨୯୪୯.୬୬ କୋଟି ଟଙ୍କାର ବକେୟା ବିଜୁଳି ବିଲ୍ ପଡିରହିଛି । ସରକାର ଓ ପ୍ରଶାସନର ପ୍ରଚ୍ଛନ୍ନ ଷଡଯନ୍ତ୍ରରେ ଏହି କମ୍ପାନୀ ମାନେ କୋଟାରୁ ରହିତାଦେଶ ଆଣି ରାଜ୍ୟ ରାଜକୋଷକୁ ଋଗଣ୍ କରିଛନ୍ତି
 ବାହାର ରାଜ୍ୟକୁ ଓଡିଶା ସରକାର ଯେଉଁ ବିଜୁଳି ବିକୁଛନ୍ତି ତାହାର ହାରାହାରି ୟୁନିଟ୍ ପିଛା ମୂଲ୍ୟ
୩ଟ ୨୧ପଇସା ରହିଛି । ମାତ୍ର ବାହାର ରାଜ୍ୟ ମାନଙ୍କରୁ ଯେଉଁ ବିଜୁଳି ରାଜ୍ୟ ସରକାର କିଣୁଛନ୍ତି
ତାହାର ୟୁନିଟ୍ ପିଛା ହାରାହାରି ମୂଲ୍ୟ ରହିଛି ୩ଟ ୮୧ ପଇସା । କିଣାବିକାରେ ଏହି ତାରତମ୍ୟ କାରଣରୁ ରାଜ୍ୟର ରାଜକୋଷ ଦୁର୍ବଳ ହୋଇଛି
 ରାଜ୍ୟରେ ୩୩୨ଟି କମ୍ପାନୀ ଉପରେ ଜଳକର ବାବଦରେ ୫୧୫ କୋଟିରୁ ଅଧିକ ଟଙ୍କା ଦୀର୍ଘ
ଦିନରୁ ପଡିରହିଛି ମାତ୍ର ଏହାକୁ ଆଦାୟ କରିବାରେ ରାଜ୍ୟ ସରକାର ଉଦାସୀନ
 ରାଜ୍ୟର ଚାରୋଟି ବିଦ୍ୟୁତ ବିତରଣ କମ୍ପାନୀ ଉପରେ ବକେୟା ଅଛି ୫୯୬୩.୨୧ କୋଟି ଟଙ୍କା
 ରାଜ୍ୟ ସରକାରଙ୍କ ଉଦ୍ୟୋଗ ଓଏଚପିସିକୁ କମ୍ ଦରରେ ବିଜୁଳି ଉତ୍ପାଦନ ପାଇଁ ୫୨୨୫ କୋଟି
ଟଙ୍କା ଜଳ କର ଛାଡ କରାଯାଇଛି । ଏହା ପରେ ବି ବିଦ୍ୟୁତ ନିୟାମକ ଆୟୋଗ ସାମ୍ନାରେ
ଓଏଚପିସି ତରଫରୁ ବିଜୁଳି ଟାରିଫ୍‌ରେ ବଡ ବୃଦ୍ଧି ପାଇଁ ଦାବୀ କରାଯିବା ଦୁର୍ଭାଗ୍ୟଜନକ
 ଓଡିଶାରେ ଘରୋଇ ବିଦ୍ୟୁତ ଟାରିଫ ୟୁନିଟ ପିଛା ପ୍ରଥମ ୫୦ ୟିନିଟ୍ ପର୍ଯ୍ୟନ୍ତ ୨ଟ ୫୦ ଟଙ୍କା
ରହିଥିବା ବେଳେ ଦେଶର ସିକିମ, ଆନ୍ଧ୍ର, ତେଲେଙ୍ଗାନା, ଗୋଆ ଓ ଛତିଶଗଡରେ ହାରାହାରି
କମ୍‌ ଖାଉଟି ମାନଙ୍କର ବିଜୁଳି ଟାରିଫ୍ ଅପରିବର୍ତିତ ରଖିବା ସହ ରାଜ୍ୟର କୃଷକ ମାନଙ୍କୁ ଶାସକ
ଦଳର ପ୍ରତିଶ୍ରୁତି ଅନୁସାରେ ମାଗଣା ବିଜୁଳି ଯୋଗାଇଦେବା ପାଇଁ ଦାବୀ
 ରାଜ୍ୟରେ ଶିଳ୍ପ ବିକାଶ ପାଇଁ ବର୍ତମାନ ପ୍ରଚଳିତ ୟୁନିଟ୍ ପିଛା ୫ ଟଙ୍କା ୭୦ ପଇସାର ଟାରିଫ୍
ବଦଳରେ ଦେଶର ଶିଳ୍ପ ସମୃଦ୍ଧ ରାଜ୍ୟ ଗୁଜୁରାଟ ପରି ୪ ଟଙ୍କା ୫୦କୁ କମ୍ କରିବା ପାଇଁ ଦାବୀ
 ଆନ୍ଧ୍ର ଓ ଗୁଜୁରାଟ ଭଳି ରାଜ୍ୟରେ ଅଣୁ କ୍ଷୁଦ୍ର ଶିଳ୍ପ ପାଇଁ ବିଶେଷ ରିହାତି ସହ ୟୁନିଟ୍ ପିଛା ମୂଲ୍ୟ ୨ ଟଙ୍କା ୬୦ ପଇସା ଟାରିଫ୍ ଓଡିଶାରେ ଲାଗୁ କରିବାକୁ ଦାବୀ

LEAVE A REPLY

Please enter your comment!
Please enter your name here