ଲୋକଙ୍କୁ ଭୁଆଁ ବୁଲାଉଛି ବିଜେପି : ପ୍ରମିଳା ମଲ୍ଲିକ

ଭୁବନେଶ୍ୱର:  ରତ୍ନଭଣ୍ଡାର ଖୋଲିବା ପାଇଁ ନୂଆ କମିଟି ଗଠନ କରିଛନ୍ତି ମୋହନ ସରକାର । ୧୬ ଜଣିଆ କମିଟି ଗଠନ ପରେ ଆରମ୍ଭ ହୋଇଛି ରାଜନୀତି । ପୁରୁଣା କମିଟିକୁ ଭଙ୍ଗାଯିବା ଓ ନୂଆ କମିଟି ଗଠନକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ମନ୍ଦ ଉଦ୍ଦେଶ୍ୟ ରଖି ରତ୍ନଭଣ୍ଡାର କମିଟି ଭଙ୍ଗା ଯାଇଛି। ଅରିଜିତ ପଶାୟତଙ୍କ ଭଳି ସୁନାମଧନ୍ୟ ବ୍ୟକ୍ତିଙ୍କୁ … Continue reading ଲୋକଙ୍କୁ ଭୁଆଁ ବୁଲାଉଛି ବିଜେପି : ପ୍ରମିଳା ମଲ୍ଲିକ