ଧାମନଗର ଫଳାଫଳ: ୯ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ କିଏ କରିବେ ବାଜିମାତ୍‌ । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୫୨୬୫ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୪୧,୦୮୯ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି … Continue reading ଧାମନଗର ଫଳାଫଳ: ୯ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ