ଧାମନଗର ଫଳାଫଳ: ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ଆଗରେ

ଭଦ୍ରକ : ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ କିଏ କରିବେ ବାଜିମାତ୍‌ । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୪୩୯୨ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୨୭,୧୬୦ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୨୨,୭୬୮। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା … Continue reading ଧାମନଗର ଫଳାଫଳ: ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ଆଗରେ