33.1 C
Bhubaneswar
Saturday, October 5, 2024
Homeଓଡିଶାଧାମନଗର ଫଳାଫଳ: ୭ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଧାମନଗର ଫଳାଫଳ: ୭ମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଭଦ୍ରକ : ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ କିଏ କରିବେ ବାଜିମାତ୍‌ । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୫୨୦୦ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୩୧,୧୦୮ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୨୫,୯୦୮। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ୧୦୦୭ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜୁ ଦାସ ୪୯୭୩ ଭୋଟ ପାଇଛନ୍ତି ।

ଧାମନଗର ଫଳାଫଳ: ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ଆଗରେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking