ବିଧାନସଭାରେ ଡାଲି ଫିଙ୍ଗିଲେ ବିଧାୟକ; ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ମୋହନ ଓ ମୁକେଶ ନିଲମ୍ବିତ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନରେ ଗୁରୁବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ନିଲମ୍ବିତ ହୋଇଛନ୍ତି। ଏଥି ସହିତ ବାଚସ୍ପତି ଗୃହକୁ ଆସନ୍ତା ୩୦ ତାରିଖ (ଶନିବାର) ଯାଏଁ ମୁଲତବୀ … Continue reading ବିଧାନସଭାରେ ଡାଲି ଫିଙ୍ଗିଲେ ବିଧାୟକ; ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ମୋହନ ଓ ମୁକେଶ ନିଲମ୍ବିତ