29.1 C
Bhubaneswar
Monday, June 24, 2024
Homeଓଡିଶାଚାଲିଛି ବିଜେପି ବିଧାୟକ ଦଳ ବୈଠକ

ଚାଲିଛି ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର : ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ବୈଠକ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିଜୟୀ ବିଧାୟକଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ବୈଠକରେ ଉପସ୍ଥିତ ଅଛନ୍ତି । ୩ କେନ୍ଦ୍ରମନ୍ତୀଙ୍କୁ ସହିତ ନିର୍ବାଚିତ ସାଂସଦମାନେ ବୈଠକରେ ସାମିଲ ଅଛନ୍ତି । ମୁଖ୍ୟମନ୍ତ୍ରୀ କିଏ ହେବ ଏହି ବିଧାୟକ ଦଳର ବୈଠକରେ ନିଷ୍ପତି ନିଆଯାଇ ତାହା ଉପରେ ମୋହର ମରାଯିବ । ସେଥିପାଇଁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଚାଲିଛି କସରତ । ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ, ସାସଂଦ ସଙ୍ଗୀତା ସିଂଦେଓ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ରୁଦ୍ର ପାଣି, ପ୍ରଦୀପ ପାଣିଗ୍ରାହୀ, ବିଧାୟକ ସୁରେଶ ପୂଜାରୀ, କେଭି ସିଂଦେଓ, ଜୟନାରାୟଣ ମିଶ୍ର, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking