29.1 C
Bhubaneswar
Sunday, May 12, 2024
Homeଓଡିଶାବ୍ରହ୍ମପୁରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ବ୍ରହ୍ମପୁରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବ୍ରହ୍ମପୁରରେ ପହଞ୍ଚିଛନ୍ତି । ଆଜି ସେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡାରେ ପହଞ୍ଚିଛନ୍ତି । ସାଢ଼େ ୬ଟାରେ ଆମ୍ବପୁଆଠାରେ ସାଧାରଣ ସଭାରେ ସେ ଯୋଗଦେବେ। ସନ୍ଧ୍ୟା ୬ଟା ୪୫ ମିନିଟରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ। ନଡ୍ଡା ବ୍ରହ୍ମପୁରରେ ରାତ୍ରିଯାପନ କରି ସୋମବାର ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking