15.1 C
Bhubaneswar
Monday, December 29, 2025
Homeଓଡିଶାଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ ଗୁରୁବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଓଡ଼ିଶା ଆସିବେ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଦଳୀୟ ଅଫିସରେ ପହଞ୍ଚିବେ । ଏହି ଅବସରରେ ଦଳୀୟ ସାଂସଦ, ବିଧାୟକ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।  ଏହାଛଡ଼ା ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ଜେ ପି ନଡ୍ଡା ପରାମର୍ଶ ଦେବେ  ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking