ଏକାକୀ ଲଢ଼ିବ ବିଜେପି : ମନମୋହନ

ଭୁବନେଶ୍ୱର: ସବୁ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏକ ବଡ଼ ସୂଚନା ଦେଇଛନ୍ତି । ବିଜେପି ଏକାକୀ ଲଢ଼ିବ ବୋଲି ସେ କହିଛନ୍ତି । ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ହେବ ନାହିଁ ବୋଲି ଏକ୍ସ ଜରିଆରେ ସୂଚନା ଦେଇଛନ୍ତି । ସେ ଏକ୍ସରେ ଲେଖିଛନ୍ତି ଯେ…. ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ … Continue reading ଏକାକୀ ଲଢ଼ିବ ବିଜେପି : ମନମୋହନ