ଆଜି ଆସିପାରେ ବିଜେପିର ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ନେଇ ସରଗରମ ଦେଶର ରାଜନୀତି । ନିର୍ବାଚନ ତାରିଖ ଘୋଷଣା ପରେ ତତ୍ପର ପ୍ରତିଦ୍ବନ୍ଦ୍ବୀ ରାଜନୈତିକ ଦଳ । ବିଜେପି ଓ କଂଗ୍ରେସ ଦ୍ବିତୀୟ ପ୍ରାର୍ଥୀ ତାଲିକା ଜାରି କରିସାରିଛନ୍ତି । ଆଜି(ସୋମବାର) ବିଜେପି ଜାରି କରିପାରେ ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା । ବାକି ଥିବା ରାଜ୍ୟଗୁଡ଼ିକରେ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି । ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାମ ଆସିବାର ସମ୍ଭାବନା … Continue reading ଆଜି ଆସିପାରେ ବିଜେପିର ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା
Copy and paste this URL into your WordPress site to embed
Copy and paste this code into your site to embed