36.1 C
Bhubaneswar
Wednesday, June 19, 2024
Homeଓଡିଶାଆଜି ତିନି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ଆଜି ତିନି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ

ବାରିପଦା: ଆଜି ତିନି ଲୋକସଭା କ୍ଷେତ୍ରରେ ହେବ ନବୀନ ଶୋ । ମୟୂରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳିରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ଯାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ ।

ଚତୁର୍ଥ ପର୍ଯ୍ୟାରେ ରାଜ୍ଯର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ଏକ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ନବୀନଙ୍କ ଗସ୍ତକୁ ନେଇ ସବୁଠୁ ଉତ୍ସାହ ଦେଖିବାକୁ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking