32.1 C
Bhubaneswar
Saturday, September 28, 2024
Homeଓଡିଶାରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ ; ୫ ଶ୍ରମିକ ଗୁରୁତର

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ ; ୫ ଶ୍ରମିକ ଗୁରୁତର

ରାଉରକେଲା : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଆଜି ସକାଳେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛିରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌-୧ ୟୁନିଟ୍‌ରେ ଏହି ବିସ୍ଫୋରଣ ହୋଇଛି। ସକାଳ ପ୍ରାୟ ସାଢେ ୯ଟା ବେଳେ ଏହି ଅଘଟଣ ଘଟିଛି। ଗୁରୁତର ୫ ଶ୍ରମିକଙ୍କୁ ତୁରନ୍ତ ଆଇଜିଏଚ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ କିପରି ଓ କାହିଁକି ଏହି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍‌ ପ୍ଲାଣ୍ଟ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇ ନାହାନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking