28.1 C
Bhubaneswar
Friday, April 26, 2024
Homeଦେଶ ବିଦେଶଆଫଗାନିସ୍ତାନରେ ବିସ୍ଫୋରଣ; ୨ ମୃତ

ଆଫଗାନିସ୍ତାନରେ ବିସ୍ଫୋରଣ; ୨ ମୃତ

ଆଫଗାନିସ୍ତାନ: ଆଫଗାନିସ୍ତାନ କାଲା-ଏ-ନାଉକ ସହରରେ ରବିବାର ଏକ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି ।ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଆହତ ହୋଇଛନ୍ତି ।ଆହତମାନଙ୍କୁ ଚିକିତ୍ସା ପାଇଁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହାପୂର୍ବରୁ କାବୁଲର ଫୁଲ-ଇ-ଖୋସ୍କ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking