27.1 C
Bhubaneswar
Sunday, September 29, 2024
Homeଅପରାଧକାଲିଫର୍ଣ୍ଣିଆରେ ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ; ୧୬ରୁ ଅଧିକ ନାଗରିକ ଆହତ

କାଲିଫର୍ଣ୍ଣିଆରେ ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ; ୧୬ରୁ ଅଧିକ ନାଗରିକ ଆହତ

ନୂଆଦିଲ୍ଲୀ: ଆମେରିକାର କାଲିଫର୍ଣ୍ଣିଆ ସହରରେ ଆଖିବୁଜା ଗୁଳିମାଡ । ଯେଉଁ ଘଟଣାରେ ୧୬ରୁ ଅଧିକ ଲୋକ ଗୁଳିମାଡର ଶିକାର ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପୂରା ଅଞ୍ଚଳକୁ ଘେରାବନ୍ଦୀ କରିଥିବା ବେଳେ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଛି ।

ଆମେରିକାର ଗଣମାଧ୍ୟମ ସୂତ୍ର ଅନୁଯାୟୀ, କାଲିଫର୍ଣ୍ଣିଆ ସହରର ମଣ୍ଟେରି ପାର୍କରେ ଚୀନ ନବ ବର୍ଷ ସମାରୋହ ଆୟୋଜିତ ହେଉଥିଲା । କିନ୍ତୁ ରାତି ପ୍ରାୟ ୧୦ଟା ସମୟରେ ଏହି ଅଞ୍ଚଳରେ ଆଖିବୁଜା ଗୁଳିମାଡ କରିଥିଲେ କିଛି ଦୁବୃର୍ତ୍ତ । ଯେହେତୁ ଏହି ସମାରୋହରେ ଅନେକ ଲୋକ ଉପସ୍ଥିତ ଥିଲେ ତେଣୁ ପ୍ରାୟ ୧୬ରୁ ଅଧିକ ଲୋକ ଗୁଳିମାଡର ଶିକାର ହୋଇଛନ୍ତି । ତେବେ ଦୁବୃର୍ତ୍ତ କୌଶଳ କ୍ରମେ ଘଟଣାସ୍ଥଳରୁ ଖସି ଯାଇଥିବା ବେଳେ ପୂରା ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking