15.1 C
Bhubaneswar
Saturday, December 13, 2025
Homeଓଡିଶାଭିଜିଲାନ୍ସ ହାତରେ ବ୍ଲକ ଶିକ୍ଷା ଅଧିକାରୀ

ଭିଜିଲାନ୍ସ ହାତରେ ବ୍ଲକ ଶିକ୍ଷା ଅଧିକାରୀ

ଗଞ୍ଜାମ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।  ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ୟ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି।ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ  ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking