ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର: ରକ୍ତ ହିଁ ଜୀବନ । ଆପଦକାଳୀନ ସ୍ଥିତିରେ ଟୋପାଏ ରକ୍ତ ମଣିଷକୁ ବଞ୍ଚାଇଥାଏ । ଆମେମାନେ ସମସ୍ତେ ଏହାର ଗୁରୁତ୍ୱ ଉପଲବ୍ଧି କରିବା ଦରକାର । ସରକାର ଦୁର୍ଘଟଣା କ୍ଷେତ୍ରରେ ଶୂନ୍ୟ ମୃତୁ୍ୟ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଆମେ ସମସ୍ତ ସେ୍ୱଚ୍ଛାକୃତ ରକ୍ତଦାନ କରିବା ପାଇଁ ଆଗେଇ ଆସିବା ଉଚିତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି । … Continue reading ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ରକ୍ତଦାନ ଶିବିର