37.1 C
Bhubaneswar
Sunday, June 1, 2025
Homeଓଡିଶାଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ପାରାଦୀପ: ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର । ନେହେରୁବଙ୍ଗଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ । ଯୁବକ ଜଣକ ବୋଟ୍ କର୍ମଚାରୀ ହୋଇଥିବା ସୂଚନା ମିଳିଛି । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଘଟଣାସ୍ଥଳରେ ମେରାଇନ ପୁଲିସ୍‌ର ତଦନ୍ତ ଚାଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking