34.1 C
Bhubaneswar
Friday, March 29, 2024
Homeଓଡିଶାବିଏମସି କଟକଣା: ବାହାଘରରେ ୫୦ ଜଣଙ୍କୁ ଅନୁମତି

ବିଏମସି କଟକଣା: ବାହାଘରରେ ୫୦ ଜଣଙ୍କୁ ଅନୁମତି

ଭୁବନେଶ୍ୱର: ଶୀତ ଋତୁ ଆସୁଥିବାରୁ କୋଭିଡ କଟକଣା କଡାକଡି କରିଛି ବିଏମସି । ବାହାଘର, ବ୍ରତଘର, ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା ଲଗାଯାଇଛି । ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ । କାର୍ଯ୍ୟକ୍ରମ ଆୟୋଜକ ପ୍ରବେଶ ସ୍ଥାନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା କରିବେ । କେବଳ ଖାଇବା ସମୟ ଛଡା ସମସ୍ତ ଲୋକ ସର୍ବଦା ମାସ୍କ ପିନ୍ଧିବେ । ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ ମାଲିକ ଦାୟୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking