29.1 C
Bhubaneswar
Monday, July 7, 2025
Homeଓଡିଶାମନ୍ଦିର ଖୋଲିବା ନେଇ କଣ କହିଲେ ବିଏମ୍‌ସି କମିଶନର

ମନ୍ଦିର ଖୋଲିବା ନେଇ କଣ କହିଲେ ବିଏମ୍‌ସି କମିଶନର

ଭୁବନେଶ୍ୱର : ରାଜଧାନୀରେ ଧର୍ମାନୁଷ୍ଠାନଗୁଡିକ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ସେ କହିଛନ୍ତି ଯେ, ରାଜଧାନୀରେ ଏବେ ମନ୍ଦିର ଖୋଲିବା ଆଶା କ୍ଷୀଣ । ମନ୍ଦିର ଖୋଲିବ କି ନାହିଁ ସେ ନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି। ବିଶେଷଜ୍ଞ ଓ ଡାକ୍ତରୀଟିମ ଠାରୁ ପରାମର୍ଶ ନିଆଯାଉଛି। ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି, ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶା କ୍ଷୀଣ। ସ୍ଥିତିର ସମୀକ୍ଷା ପରେ ଆଗାମୀ ପଦକ୍ଷେପ ନିଆଯିବ ବୋଲି ବିଏମସି କମିଶନର କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking