ସମ୍ଭାବ୍ୟ ବର୍ଷା ପାଇଁ ବିଏମ୍‌ସିର ପ୍ରସ୍ତୁତି: କର୍ମଚାରୀଙ୍କ ଛୁଟି ବାତିଲ୍‌

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁଁ ୬ ତାରିଖରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯିବା ପରେ ବିଏମ୍‌ସି ଜଳ ନିଷ୍କାସନକୁ ନେଇ ବ୍ୟାପକ ପ୍ରସ୍ତୁତି କରିଛି। ଏହି ମର୍ମରେ ଏକ ପ୍ରସ୍ତୁତି ବୈଠକ ବିଏମ୍‌ସିରେ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କମିସନର ବିଜୟ ଅମୃତା କୁଲାଙ୍ଗେ ପାଣିପାଗ କାର୍ଯ୍ୟାଳୟର ସୂଚନା ବାବଦରେ ଅବଗତ କରିଥିଲେ। ଗତ ଜୁଲାଇରେ ବର୍ଷା ସମୟରେ ଜଳମଗ୍ନ ହୋଇଥିବା ଅଞ୍ଚଳ ଉପରେ କଡ଼ା ନଜର ରଖିବାକୁ … Continue reading ସମ୍ଭାବ୍ୟ ବର୍ଷା ପାଇଁ ବିଏମ୍‌ସିର ପ୍ରସ୍ତୁତି: କର୍ମଚାରୀଙ୍କ ଛୁଟି ବାତିଲ୍‌