ଭୁବନେଶ୍ୱର: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି , ଠିକ ସମୟରେ ହୋଇଯିବ । ଡେଡଲାଇନ ଦେବିନି କିନ୍ତୁ ଖୁବଶୀଘ୍ର ବୋର୍ଡ ଓ ନିଗମ ନିଯୁକ୍ତି ହେବ ।