37.2 C
Bhubaneswar
Friday, April 19, 2024
Homeଓଡିଶାଘର ଭିତରୁ ମା' ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର

ଘର ଭିତରୁ ମା’ ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା : ଘର ଭିତରୁ ମା ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି । ୨୮ ବର୍ଷୀୟା ମହିଳାଙ୍କ ସମେତ ୫ ଓ ୩ ବର୍ଷର ଦୁଇ ଝିଅଙ୍କ ମୃତଦେହ ଠାବ କରାଯାଇଛି । ଝାରସୁଗୁଡ଼ା ବ୍ରଜରାଜନଗର ଗଙ୍ଗାନଗର ଫାଟକପଡ଼ା ଘରୁ ମିଳିଛି ମୃତଦେହ । ଘରୁ ମୃତଦେହ ଉଦ୍ଧାର କରି ଘଟଣାର ଛାନଭିନ୍ ଜାରି ରଖିଛି ବ୍ରଜରାଜନଗର ଥାନା ପୋଲିସ । ଅନ୍ୟପଟେ ମୃତ ମହିଳାଙ୍କ ସ୍ୱାମୀ ଏବେ ଫେରାର ଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking