ବାଲେଶ୍ୱର: ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର ହୋଇଛି । ବାରାକରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା ନା ହତ୍ୟା ତାହାର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରୁଛନ୍ତି ।