ବନ୍ଦଘରୁ ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର : ବନ୍ଦଘରୁ ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରପାଳିକାର ୨ ନମ୍ବର ଓ୍ବାର୍ଡରେ ଅଭାବନୀୟ ଘଟଣା। ଭଡ଼ାଘର କବାଟ ଭାଙ୍ଗି ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତକ ହେଲେ ଶୁଭଶ୍ରୀ କର। ସେ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ବନେଇକଳା ବସ୍ତିରେ ଏକ ଭଡ଼ା ଘରେ ରହୁଥିଲେ ଶୁଭଶ୍ରୀ। ସାଙ୍ଗଙ୍କ ସହ ନୂଆବର୍ଷ ସେଲିବ୍ରେସନ ପାଇଁ ଯାଇଥିଲେ ଶୁଭଶ୍ରୀ। ସେଠାରୁ ଘରକୁ ଫେରି କବାଟ ଖୋଲିନଥିଲେ। … Continue reading ବନ୍ଦଘରୁ ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର