27.1 C
Bhubaneswar
Monday, April 13, 2026
Homeଓଡିଶାନଦୀରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ନଦୀରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ନଦୀରେ ଗାଧୋଇବା ବେଳେ ଭାସି ଯାଇଥିଲେ। ଦିନକ ପରେ ଉଦ୍ଧାର ହେଲା ମୃତଦେହ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ହରିଗଡ ପଞ୍ଚାୟତ ବଦାଙ୍ଗୀ ଗ୍ରାମର ବିଜୟ କୁମାର ସାହୁ ସୋମବାର ସନ୍ଧ୍ୟାରେ ବାରନାଳିଆ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ଆଜି ସକାଳୁ ଭଞ୍ଜନଗର ଦମକଳ ବାହିନୀ ତାଙ୍କ ମୃତଦେହ ନଦୀରୁ ଉଦ୍ଧାର କରିଛି। ତାରାସିଂ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି। ଗତକାଲି ସନ୍ଧ୍ୟାରେ ସେ ନଦୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବା ବେଳେ ଅସାବଧାନତାବଶତଃ ନଦୀରେ ଭାସି ଯାଇଥିଲେ।  ଖୋଜି କରିବା ପରେ ବି ପାଇନଥିଲେ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking