26.1 C
Bhubaneswar
Sunday, January 18, 2026
Homeଓଡିଶାବ୍ରିଜ ତଳୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ବ୍ରିଜ ତଳୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

କଟକ: କଟକ ନରାଜ ବ୍ରିଜ୍ ତଳୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି । ନବଜାତ ଶିଶୁପୁତ୍ରକୁ ନଦୀରେ ଫୋପାଡି ଦେଇଥିବା ଅଭିଯୋଗ ହୋଇଛି । କିଏ ଓ କାହିଁକି ଫୋପାଡିଲା କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁପୁତ୍ରକୁ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି । କିଏ ଏବଂ କାହିଁକି ଫୋପାଡିଲା ସେନେଇ ତଦନ୍ତ କରୁଛି ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking