19.1 C
Bhubaneswar
Wednesday, February 11, 2026
Homeଓଡିଶାଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଟାଉନ ଥାନା ଗୁରୁଜଙ୍ଗ ହାଇସ୍କୁଲ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣଙ୍କୁ କେହି ହତ୍ୟା କରିଥିବା ନେଇ ପରିବାର ଲୋକେ ପରିବାର ଲୋକେ ପୋଲିସ ପାଖରେ ଅଭିଯୋଗ କରିଛନ୍ତି ।   ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି । ପରିବାର ଲୋକଙ୍କ ମନରେ ଏନେଇ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking