19.1 C
Bhubaneswar
Monday, January 12, 2026
Homeଦେଶ ବିଦେଶନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ଶୁକୁଲ ବଜାର ଅଞ୍ଚଳର ଗୋମତୀ ନଦୀରୁ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ଯୁବକ ଜଣଙ୍କ ସକାଳୁ ଘରୁ ବାହାରି ସନ୍ଧ୍ୟାରେ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ପାଇନଥିଲେ । କିଛି ସମୟ ପରେ ପରିବାର ସଦସ୍ୟ ଏବଂ ଗ୍ରାମବାସୀ ଗାଁ ନିକଟ ନଦୀକୂଳରେ ଚପଲ, ରକ୍ତ ଛିଟା ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପପୋଲିସ ପହଞ୍ଚି ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ନଦୀରୁ ମୃତଦେହ ଉଦ୍ଧାର କରିଥିଲେ । ପୋଷ୍ଟମର୍ଟମ ଆସିବାପରେ ଘଟଣାର ଅଧିକ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking