27.1 C
Bhubaneswar
Saturday, October 19, 2024
Homeଓଡିଶାଅଟୋ ଭିତରୁ ମୃତଦେହ ଉଦ୍ଧାର

ଅଟୋ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀର ଏକ ଅଟୋ ଭିତରୁ ମୃତଦେହ ଉଦ୍ଧାର ହୋଇଥିବା ସୂଚନା । ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ପାଖରେ ଅଟୋରୁ ମୃତଦେହ ଉଦ୍ଧାର ହୋଇଛି । ଏଥିପାଇଁ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପାହାଳ ଅଂଚଳର ଜଣେ ଡ୍ରାଇଭରଙ୍କୁ ପଚରାଉଚରା କରାଯାଉଛି । ମୃତକଙ୍କ ବୟସ ୩୫ ରୁ ୪୦ ବର୍ଷ ମଧ୍ୟରେ ହେବା ଅନୁମାନ କରାଯାଉଛି ।

ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking