ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର: ହସ ଓ ରାଗ ବାଣ୍ଟି ଆସୁଥିବା ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଏବେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି । କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି । ତାଙ୍କୁ ଉଚ୍ଚମାନର ଚିକିତ୍ସା ପାଇଁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ଆଉ ଏହି କ୍ରମରେ ପିଣ୍ଟୁଙ୍କୁ ଆସନ୍ତକାଲି ଦିଲ୍ଲୀ ନିଆଯିବ । ଆସନ୍ତାକାଲି ସକାଳ ୭ଟାରେ ବିମାନ ଯୋଗେ … Continue reading ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ