29.1 C
Bhubaneswar
Friday, April 26, 2024
Homeଓଡିଶାବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ଅଫୁଟା ବୋମା ଓ ଲ୍ୟାଣ୍ଡମାଇନ ଜବତ

ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ଅଫୁଟା ବୋମା ଓ ଲ୍ୟାଣ୍ଡମାଇନ ଜବତ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। ମାଲକାନଗିରି ଜିଲା ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରୁ ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ୭ଟି ଅଫୁଟା ବୋମା ଓ ଲ୍ୟାଣ୍ଡମାଇନ ଜବତ ହୋଇଥିବା ମଙ୍ଗଳବାର ଜଣାପଡ଼ିଛି। ଯୋଡ଼ାମ୍ବ ଥାନା ଟୁଟୁଗନ୍ଧି ପୁରୁଣା ପୋଲରୁ ନିକଟରୁ ଏହି ବୋମା ଜବତ ହୋଇଛି। ବିସ୍ଫୋରଣ ପାଇଁ ମାଓବାଦୀ ଏହାକୁ ଲଚୁାଇ ରଖିଥିବା ନେଇ ସନ୍ଦେହ କରାଯାଉଛି ବୋଲି ସୂଚନା ମିଳିଛି। ଘଟଣାର ତଦନ୍ତ ଜାରି ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking