28.1 C
Bhubaneswar
Saturday, July 27, 2024
Homeଓଡିଶାସାମାନ୍ୟ ବଚସାରୁ ବୋମାମାଡ

ସାମାନ୍ୟ ବଚସାରୁ ବୋମାମାଡ

ଖୋର୍ଦ୍ଧା: ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ । ବୋମାମାଡ ଓ ଗାଡି ଭଂଗାରୁଜା । ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଗଣ୍ଡଗୋଳରୁ ଉଭୟ ଗୋଷ୍ଠୀର ଲୋକ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ପୂର୍ବ ଘଟଣାକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଥିବା କୁହାଯାଉଛି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ଏବଂ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking