30.1 C
Bhubaneswar
Wednesday, June 26, 2024
Homeଓଡିଶାରାଜଧାନୀରେ ବୋମା ମାଡ

ରାଜଧାନୀରେ ବୋମା ମାଡ

ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ । ହେଲେ ଏଥିରେ କାହାର କିଛି କ୍ଷତି ହୋଇନାହିଁ । ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଅଞ୍ଚଳରେ ଏକ ସ୍କର୍ପିଓ ଉପରକୁ ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ବୋମାମାଡ଼ରେ ଗାଡ଼ିର କିଛି ଅଂଶ ଭାଙ୍ଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ୪ରୁ ୫ ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ବରମୁଣ୍ଡା ଅଞ୍ଚଳରେ ଥିବା ସ୍କର୍ପିଓ ଉପରକୁ ବୋମାମାଡ଼ କରି ଚମ୍ପଟ ମାରିଥିବା ଜଣାଯାଇଛି। ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ଖଣ୍ଡଗିରି ଥାନା ପୁଲିସ ଗାଡ଼ିକୁ ଜବତ ଘଟଣାର ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ତେବେ ବୋମାମାଡ଼ ହୋଇଥିବା ଗାଡ଼ିଟି କାହାର ତାହା ଜଣାପଡ଼ିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking