32.1 C
Bhubaneswar
Saturday, June 22, 2024
Homeଓଡିଶାଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ

ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ

ଚନ୍ଦକା: ଚନ୍ଦକା ଗୋଠପାଟଣା ଅଞ୍ଚଳରେ ମହିଳା ଜଳଖିଆ ଦୋକାନୀ ସସ୍ମିତା ବେହେରାଙ୍କୁ ଛୁରୀ ଭୂସି ହତ୍ୟା ଘଟଣାରେ ଅଭିଯୁକ୍ତକୁ ଧରିଲା ପୁଲିସ। ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଚନ୍ଦକା ଥାନା ପୋଲିସ । ଗିରଫ ଅଭିଯୁକ୍ତ ନିଖିଲ ଜେନା । ଗତ ନଭେମ୍ବର ୭ ତାରିଖରେ ମହିଳାଙ୍କୁ ବିଭତ୍ସ ଭାବେ ଛୁରୀ ଭୁଷି ହତ୍ୟା କରାଯାଇଥିଲା । ମହିଳାଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତ ମହିଳା ପରିବାର ସହ କ୍ରୀଷ୍ଣାପୁରୀ ଅଞ୍ଚଳରେ ରହୁଥିଲେ । ଗୋଠପାଟଣା ଅଞ୍ଚଳରେ ଏହି ଜଳଖିଆ ଦୋକାନ କରିଥିଲେ ।

୫ କିଲୋ ବ୍ରାଉନ ସୁଗାର ଜବତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking