25.1 C
Bhubaneswar
Saturday, December 6, 2025
Homeଓଡିଶାଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

ଭୁବନେଶ୍ୱର: ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୁପଣ କରାଯାଇଥିଲା ସୂଚନା ମିଳିଛି । ଶ୍ରୀମନ୍ଦିର ପରିସର ଶାଖା କାଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି ନିଆଯାଇଛି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାଯ୍ୟକାରୀ  ପାଇଁ ବିଭାଗୀୟ  ଅଧିକାରୀଙ୍କୁ  ମୁଖ୍ୟପ୍ରଶାସକଙ୍କ ନିର୍ଦ୍ଦେଶ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking