27.1 C
Bhubaneswar
Friday, July 5, 2024
Homeଓଡିଶାଭିଜିଲାନ୍ସ ଜାଲରେ ପୂର୍ବତନ ଯୋଗାଣ ଅଧିକାରୀ

ଭିଜିଲାନ୍ସ ଜାଲରେ ପୂର୍ବତନ ଯୋଗାଣ ଅଧିକାରୀ

ନୟାଗଡ଼ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକ । ଭୁବନେଶ୍ବରର ୩ ଓ ପୁରୀ ଜିଲା ନିମାପଡ଼ାର ୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ୨ ଡିଏସପି, ୬ ଇନସ୍ପେକ୍ଟରଙ୍କ ସହ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking