28.1 C
Bhubaneswar
Friday, April 26, 2024
Homeଓଡିଶାସାପ କାମୁଡ଼ାରେ ଭାଇ-ଭଉଣୀ ମୃତ

ସାପ କାମୁଡ଼ାରେ ଭାଇ-ଭଉଣୀ ମୃତ

କେନ୍ଦ୍ରାପଡ଼ା :  ସାପ କାମୁଡ଼ାରେ ଭାଇ ଓ ଭଉଣୀ ପ୍ରାଣ ହରାଇଛନ୍ତି । ଏଭଳି ଦୁଃଖଦ ଘଟଣା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ  ଘଟିଛି । ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ ସେମାନଙ୍କୁ କାମୁଡ଼ି ଦେଇଥିଲା । ଉଭୟଙ୍କୁ ମେଡିକାଲକୁ ନିଆଯାଇଥିଲେ ହେଁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ୧୧ ବର୍ଷର ଭାଇ ଓ ୩ ବର୍ଷର ଭଉଣୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking