26.1 C
Bhubaneswar
Wednesday, February 4, 2026
Homeଓଡିଶାରାଜଧାନୀରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ରାଜଧାନୀରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ବର : ରାଜଧାନୀରୁ ଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର । ପ୍ରାୟ ୪୦୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ସ୍ପେଶାଲ କ୍ରାଇମ ୟୁନିଟ । ଟୁଇନ ସିଟିରେ ଧଳାଜହର କାରବାର ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ବେଳେ ମାଡି ବସିଲା ସ୍ପେଶାଲ କ୍ରାଇମ ୟୁନିଟ । ଅଭିଯୁକ୍ତର ନାଁ ଶେଖ ଆକବର । ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା । ଅନ୍ୟତମ ସହଯୋଗୀ ଶେଖ ସାଦିକ ଫେରାର ହୋଇଯାଇଥିବା ବେଳେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ଛାନଭିନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking