26.1 C
Bhubaneswar
Wednesday, February 11, 2026
Homeଓଡିଶା୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ଦାମୀ କାର୍‌ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ।ଉକ୍ତ ଘଟଣାରେ ଖୋର୍ଦ୍ଧାର ଜଣେ ମହିଳା ଓ ନିମାପଡ଼ାର ୨ ଯୁବକ ଗିରଫ ହୋଇଛନ୍ତି। ଏମାନଙ୍କ ନିକଟରୁ ନଗଦ ୫ ଲକ୍ଷ ୧୦ ହଜାର ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ମଧ୍ୟ ଜବତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking